Luke 12:24 — Compare Translations
7 translations compared side by side
Odia - 1840
"ପକ୍ଷୀଗୁଡିକୁ ଦେଖ। ସମାନେେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖ ରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ବର ସମାନଙ୍କେୁ ଖାଇବାକୁ ଦଇେଥାନ୍ତି। ତୁମ୍ଭମାନେେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ଯବାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁଆମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି ସେମାନଙ୍କର ଗୋଲାଘର ବା ଅମାର ନାହିଁ, ଆଉ ଈଶ୍ଵର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠଣ!
Odia BSI (ପବିତ୍ର ବାଇବଲ (CL) NT (BSI))
କାଉମାନଙ୍କୁ ଦେଖ: ସେମାନେ ବିହନ ବୁଣନ୍ତି ନାହିଁ ଅବା ଶସ୍ୟ ଅମଳ କରନ୍ତି ନାହିଁ; ସେମାନଙ୍କ ଭଣ୍ଡାର ଘର ଅବା ଅମାର ନାହିଁ; ଈଶ୍ୱର ସେମାନଙ୍କୁ ଖାଦ୍ୟ ଯୋଗାନ୍ତି। ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ୟବାନ!
Odia Bible ERV 2004 (ପବିତ୍ର ବାଇବଲ)
ପକ୍ଷୀଗୁଡ଼ିକୁ ଦେଖ। ସେମାନେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ୱର ସେମାନଙ୍କୁ ଖାଇବାକୁ ଦେଇଥା’ନ୍ତି। ତୁମ୍ଭେମାନେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ୟବାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଉମାନଙ୍କ ବିଷୟରେ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଅମାର ନାହିଁ, ଆଉ ଈଶ୍ବର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ!
Odia IRV 2017 (ଓଡିଆ ବାଇବେଲ)
କାଉମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଭଣ୍ଡାରଘର ନାହିଁ, ଆଉ ଈଶ୍ୱର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾಂಕ್ರಾಕ್ನಿ ಬಗಾ; ತೆನಿ ಭ್ಹಿಂಯ್ ಪೆರಿನ್ಯಾತ್, ನಾ ದಾನೆ ಗೊಳಾ ಕರುನ್ ಥವ್ನ್ ಘೆಯ್ನ್ಯಾತ್. ತೆಂಚಿ ದಾನೆ ಗೊಳಾ ಕರುನ್ ಥವ್ತಲಿ ಗುಡಾನಾ ನಾತ್, ದೆವ್ ತೆಂಕಾ ಜೆವಾನ್ ದಿತಾ. ಫಾಂಕ್ರಾಂಚ್ಯಾನ್ಕಿ ತುಮಿ ಲೈ ಕಿಮ್ತಿಚೆ.