Luke 12:26 — Compare Translations

7 translations compared side by side

Odia - 1840
"ତବେେ ତୁମ୍ଭମାନେେ ଯଦି ଏଡିକି େଛାଟିଆ କାମଟିଏ କରି ପାରିବନାହିଁ, ତବେେ ଅନ୍ୟସବୁ ବଡବଡ କାମ ପାଇଁ କାହିଁକି ବ୍ଯସ୍ତ ହାଇେ ପଡୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭେମାନେ ଯଦି ସବୁଠାରୁ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟ ସମ୍ଵନ୍ଧରେ କାହିଁକି ଚିନ୍ତା କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଏପରି କ୍ଷୁଦ୍ର ବିଷୟ କରିବା ପାଇଁ ତୁମେ ଅକ୍ଷମ, ତେବେ ଅନ୍ୟ ବିଷୟଗୁଡ଼ିକ ପାଇଁ କାହିଁକି ଚିନ୍ତିତ ହେଉଛ?
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେମାନେ ଯଦି ଏଡ଼ିକି ଛୋଟିଆ କାମଟିଏ କରି ପାରିବ ନାହିଁ, ତେବେ ଅନ୍ୟସବୁ ବଡ଼ ବଡ଼ କାମ ପାଇଁ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ ಎವ್ಡೆ ಬಾರಿಕ್ ಕಾಮ್ ತುಮ್ಚ್ಯಾ ಹಾತಿನ್ ಕರುಕ್ ಹೊಯ್ನಾ, ತರ್ ದುಸ್ರ್ಯಾ ಸಗ್ಳ್ಯಾಚ್ಯಾ ವಿಶಯಾತ್ ತುಮಿ ಕಶ್ಯಾಕ್ ಯವಜ್ತ್ಯಾಶಿ?