Luke 12:29 — Compare Translations

7 translations compared side by side

Odia - 1840
"ତେଣୁ ତୁମ୍ଭମାନେେ କ'ଣ ଖାଇବ, କ'ଣ ପିଇବ ସେ ବିଷୟ ରେ ଆଦୌ ଚିନ୍ତା କରନାହିଁ। ଆଦୌ ବ୍ଯସ୍ତ ହୁଅନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ଵା ଚିନ୍ତିତ ହୁଅ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
“ଅତଏବ ସବୁବେଳେ କ’ଣ ଖାଇବ ଓ କ’ଣ ପିଇବ, ଏ ବିଷୟରେ ବ୍ୟସ୍ତ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ତୁମ୍ଭେମାନେ କ’ଣ ଖାଇବ, କ’ଣ ପିଇବ ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। ଆଦୌ ବ୍ୟସ୍ତ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ, ತುಮಿ ಕನ್ನಾಬಿ, ಕಾಯ್ ಖಾತಲೆ, ಅನಿ ಕಾಯ್ ಫಿತಲೆ, ಮನುನ್ ಲೈ ಟಕ್ಲೆ ನಾಸ್ವುನ್ ಘೆವ್‍ನಕಾಶಿ.