Luke 12:30 — Compare Translations

7 translations compared side by side

Odia - 1840
"ଏ ପୃଥିବୀ ରେ ସମସ୍ତେ ସଗେୁଡିକ ପାଇବା ପାଇଁ ଚେଷ୍ଟା କରୁଛନ୍ତି। ତୁମ୍ଭମାନଙ୍କର ପରମପିତା ଜାଣିଛନ୍ତି ଯେ, ତୁମ୍ଭମାନଙ୍କର ସଗେୁଡିକ ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଜଗତର ବିଜାତିମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହିସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ପ୍ରୟୋଜନ, ତାହା ତୁମ୍ଭମାନଙ୍କର ପିତା ଜାଣନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
(କେବଳ ଈଶ୍ୱରଙ୍କୁ ଜାଣି ନ ଥିବା ଲୋକମାନେ ଏହିସବୁ ବିଷୟରେ ବ୍ୟସ୍ତ ହୁଅନ୍ତି) ଏସବୁ ବିଷୟ ଆବଶ୍ୟକ ବୋଲି ତୁମ୍ଭମାନଙ୍କର ପିତା ଜାଣନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏ ପୃଥିବୀରେ ସମସ୍ତେ ସେଗୁଡ଼ିକ ପାଇବା ପାଇଁ ଚେଷ୍ଟା କରୁଛନ୍ତି। ତୁମ୍ଭମାନଙ୍କର ପରମପିତା ଜାଣିଛନ୍ତି ଯେ, ତୁମ୍ଭମାନଙ୍କର ସେଗୁଡ଼ିକ ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଜଗତର ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ପିତା ଜାଣନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜಗಾತ್ಲಿ ಕಾಯ್ಬಿ ಗೊತ್ತ್ ನಸಲ್ಲಿ ಲೊಕಾ ಹೆ ಸಗ್ಳೆ ಯವಜ್ತ್ಯಾತ್. ತುಮ್ಕಾ ಕಾಯ್ ಪಾಜೆ ಮನುನ್ ತುಮ್ಚ್ಯಾ ಬಾಬಾಕ್ ಗೊತ್ತ್ ಹಾಯ್.