Luke 12:31 — Compare Translations

7 translations compared side by side

Odia - 1840
"ବରଂ ତୁମ୍ଭମାନଙ୍କର ଯେଉଁ ବିଷୟଟି ଚାହିଁବା ଉଚିତ, ତାହା ହେଉଛି ସ୍ବର୍ଗରାଜ୍ଯ। ତା ହେଲେ ତୁମ୍ଭମାନେେ ଦରକାର କରୁଥିବା ଏହି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଞ୍ଚ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ଵେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରିବର୍ତ୍ତେ ତାଙ୍କ ରାଜ୍ୟ ବିଷୟରେ ମନୋଯୋଗୀ ହୁଅ; ତା’ହେଲେ, ସେ ତୁମ୍ଭମାନଙ୍କୁ ଏ ସମସ୍ତ ବିଷୟ ଯୋଗାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ବରଂ ତୁମ୍ଭମାନଙ୍କର ଯେଉଁ ବିଷୟଟି ଗ୍ଭହିଁବା ଉଚିତ୍, ତାହା ହେଉଛି ସ୍ୱର୍ଗରାଜ୍ୟ। ତାହାହେଲେ ତୁମ୍ଭେମାନେ ଦରକାର କରୁଥିବା ଏହି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”
Odia IRV 2017 (ଓଡିଆ ବାଇବେଲ)
ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ದೆವಾಚ್ಯಾ ರಾಜಾಚ್ಯಾ ವಿಶಯಾತ್ ಯವ್ಜಾ, ಅನಿ ಹೆಚ್ಯಾ ವಾಂಗ್ಡಾ ದೆವ್ ತುಮ್ಕಾ ಸಗ್ಳೆಬಿ ಗಾವ್ತಾ.