Luke 12:32 — Compare Translations
7 translations compared side by side
Odia - 1840
" ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପିତାଙ୍କର ସନ୍ତୋଷ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ ଛୋଟ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ତାଙ୍କ ରାଜ୍ୟ ପ୍ରଦାନ କରି ତୁମ ପିତା ଅତୀବ ସନ୍ତୁଷ୍ଟ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଧନ ଉପରେ ଭରସା ରଖ ନାହିଁ “ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।
Odia IRV 2017 (ଓଡିଆ ବାଇବେଲ)
ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಬಾರಿಕ್ಲ್ಯಾ ಹಿಂಡಾ ಭಿಂವ್ನಕೊ, ತುಜ್ಯಾ ಬಾಬಾಕ್ ಅಪ್ನಾಚೆ ರಾಜ್ ತುಕಾ ದಿವ್ಕ್ ಬರೆ ದಿಸ್ಲಾ.