Luke 12:33 — Compare Translations
7 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ନିଜର ସମସ୍ତ ସମ୍ପତ୍ତି ବିକି ଦଇେ ସହେି ଟଙ୍କା ଗରିବ ଲୋକଙ୍କ ମଧ୍ଯ ବାଣ୍ଟି ଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବନାହିଁ। ତେଣୁ ସବୁଦିନ ରହୁ ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ବର୍ଗ ରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ବର୍ଗ ରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କହେି ଚୋ ରଇେ ନଇେ ପାରିବନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ଯାହା ଅଛି, ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ଵା କୀଟ ନଷ୍ଟ କରେ ନାହିଁ, ଏପରି ସ୍ଵର୍ଗରେ ଅକ୍ଷୟ ଧନ ସଞ୍ଚୟ କରା,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ସମସ୍ତ ସମ୍ପତ୍ତି ବିକ୍ରୟ କରି ଦାନ କରି ଦିଅ। କ୍ଷୟ ହେଉ ନ ଥିବା ଥଳୀ ସଂଗ୍ରହ କର, ଯେଉଁଠାରେ ଚୋର ପ୍ରବେଶ କରେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ସେହି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚೆ ಮನುನ್ ಹೊತ್ತೆ ಸಗ್ಳೆ ಇಕಾ, ಅನಿ ಯಲ್ಲೆ ಪೈಸೆ ಗರಿಬಾಕ್ನಿ ದಿವಾ, ಕೊನಾಕ್ಬಿ ಪಿಂಜುಕ್ ಹೊಯ್ ನಸಲ್ಲ್ಯಾ ಪಿಸ್ವಿಯಾ ತುಮ್ಕಾಚ್ ತುಮಿ ತಯಾರ್ ಕರುನ್ ಘೆವಾ, ಅನಿ ತುಮ್ಚೆ ಬದಿಕ್ ಸರ್ಗಾತ್ ಗೊಳಾ ಕರುನ್ ಥವಾ, ಥೈ ತೆ ಕನ್ನಾಚ್ ಕಮಿ ಹೊಯ್ನಾ! ಕಶ್ಯಾಕ್ ಮಟ್ಲ್ಯಾರ್, ತೆ ಬದಿಕ್ ಚೊರಾಕ್ ಕನ್ನಾಚ್ ಗಾವಿನಾ, ಅನಿ ಥೈ ಕುಸಡ್ ಲಾಗಿನಾ.