Luke 12:36 — Compare Translations
6 translations compared side by side
Odia - 1840
"ବିବାହ ଭୋଜିରୁ ଫରେି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଚାକରମାନଙ୍କ ଭଳି ହୁଅ। କାରଣ ମାଲିକ ଫରେି ଆସି କବାଟ ବାଡଇବୋ ମାତ୍ ରେ ଚାକରମାନେ ସଙ୍ଗେସଙ୍ଗେ ମାଲିକକୁ ଦୁଆର ଫିଟଇେ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରଭୁ ବିବାହ-ଉତ୍ସବରୁ ବାହୁଡ଼ିଆସି ଦ୍ଵାରରେ ମାରିବାମାତ୍ର ଯେଉଁ ଲୋକମାନେ ତାଙ୍କ ନିମନ୍ତେ ତତ୍କ୍ଷଣାତ୍ ଦ୍ଵାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ବିବାହ ଭୋଜିରୁ ଫେରି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଗ୍ଭକରମାନଙ୍କ ଭଳି ହୁଅ। କାରଣ ମାଲିକ ଫେରି ଆସି କବାଟ ବାଡ଼େଇବା ମାତ୍ରେ ଗ୍ଭକରମାନେ ସଙ୍ଗେ ସଙ୍ଗେ ମାଲିକକୁ ଦୁଆର ଫିଟେଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରିଆସି ଦ୍ୱାରରେ ମାରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಲಗ್ನಾಕ್ ಗೆಲ್ಲ್ಯಾ ಅಪ್ನಾಚ್ಯಾ ಮಾಲ್ಕಾಚಿ ವಾಟ್ ರಾಕುನ್ಗೆತ್ ರ್ಹಾತಲ್ಯಾ ಆಳಾ ಸರ್ಕೆ, ರಾಕುನ್ಗೆತ್ ರ್ಹಾವಾ. ಧನಿನ್ ಯೆವ್ನ್ ದಾರ್ ಬಡ್ವಲ್ಲ್ಯಾ ತನ್ನಾ, ತೆನಿ ತಾಬೊಡ್ತೊಬ್ ದಾರ್ ಕಾಡ್ತ್ಯಾತ್.