Luke 12:37 — Compare Translations
7 translations compared side by side
Odia - 1840
"ସହେି ଚାକରମାନେ ଧନ୍ଯ, ଯେଉଁମାନଙ୍କୁ ମାଲିକ ଫରେିଆସି ଦେଖିବେ ଯେ ସମାନେେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ମାଲିକ ମଧ୍ଯ ସମାନଙ୍କେ ସବୋ ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସମାନଙ୍କେୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାଲିକ ଫେରିବା ପରେ ଯେଉଁ ଦାସମାନଙ୍କୁ ଜାଗ୍ରତ ଓ ପ୍ରସ୍ତୁତ ଥିବା ଦେଖନ୍ତି, ସେମାନେ କେଡ଼େ ଭାଗ୍ୟବାନ। ମୁଁ କହୁଛି, ମାଲିକ ନିଜର କଟି ବନ୍ଧନ କରି ସେମାନଙ୍କୁ ଭୋଜନକରେ ବସାଇବେ ଓ ଖାଦ୍ୟ ପରିବେଷଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଗ୍ଭକରମାନେ ଧନ୍ୟ, ଯେଉଁମାନଙ୍କୁ ମାଲିକ ଫେରି ଆସି ଦେଖିବେ ଯେ ସେମାନେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ମଧ୍ୟ ସେମାନଙ୍କ ସେବା ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସେମାନଙ୍କୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿ ಪರ್ತುನ್ ಯೆಲ್ಲ್ಯಾ ತನ್ನಾ ಜಾಗೆ ರ್ಹಾವ್ನ್, ತಯಾರ್ ಹೊತ್ತ್ಯಾ ಆಳಾಂಚೆ ಕವ್ಡೆ ಬರೆ! ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ. ತೊ ಅಪ್ನಾಚಿ ವೈಲಿ ಆಂಗಿ ಕಾಡುನ್ ಥವ್ತಾ, ಅನಿ ತೆಂಕಾ ಬಸುಕ್ ಲಾವ್ತಾ. ಅನಿ ತೆಂಕಾ ಅಪ್ನಿಚ್ ಜೆವಾನ್ ವಾಡ್ತಾ.