Luke 12:4 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, ହେ ମାରେ ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କବଳେ ଶରୀରକୁ ମାରି ପକାଇବେ। କିନ୍ତୁ ସତେିକି କରି ସାରିବା ପରେ ସମାନେେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ବନ୍ଧୁଗଣ, ମୁଁ ତୁମ୍ଭମାନଙ୍କୁ କହେ, ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ତା’ପରେ ଆଉ ଅଧିକ କ୍ଷତି ସାଧନ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ପରମେଶ୍ୱରଙ୍କୁ ଭୟ କର ତା’ପରେ ଯୀଶୁ ଲୋକମାନଙ୍କୁ କହିଲେ, “ହେ ମୋର ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କେବଳ ଶରୀରକୁ ମାରି ପକାଇବେ। କିନ୍ତୁ ସେତିକି କରି ସାରିବା ପରେ ସେମାନେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ದೊಸ್ತಾನೊ ಮಿಯಾ ತುಮ್ಕಾ ಸಾಂಗ್ತಾ, ಆಂಗಾಚೊ ಜಿವ್ ಕಾಡ್ತಲ್ಯಾಕ್ ಭಿಂವ್‍ನಕಾಶಿ, ತೆಚೆನ್ ಮೊಟೆ ಅನಿಕಾಯ್ಬಿ ತೆಕಾ ಕರುಕ್ ಹೊಯ್ನಾ.