Luke 12:40 — Compare Translations
7 translations compared side by side
Odia - 1840
"ଏଣୁ ତୁମ୍ଭମାନେେ ମଧ୍ଯ ପ୍ରସ୍ତୁତ ରୁହ। କାରଣ ମନଷ୍ଯପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭମାନେେ ଆଦୌ ଭାବି ପାରି ନଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ଦଣ୍ତରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ଦଣ୍ତରେ ମନୁଷ୍ୟପୁତ୍ର ଆସିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ଥାଅ, କାରଣ ତୁମେ ତାଙ୍କୁ ଅପେକ୍ଷା କରୁ ନ ଥିବା ସମୟରେ ମନୁଷ୍ୟପୁତ୍ର ଆସିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। କାରଣ ମନୁଷ୍ୟପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭେମାନେ ଆଦୌ ଭାବି ପାରି ନ ଥିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತುಮಿಬಿ ತಯಾರ್ ರ್ಹಾವ್ಕ್ ಪಾಜೆ, ಕಶ್ಯಾಕ್ ಮಟ್ಲ್ಯಾರ್, ತುಮಿ ಯವ್ಜುಕ್ ನಸಲ್ಲ್ಯಾ ಎಳಾರ್ ಮಾನ್ಸಾಚೊ ಲೆಕ್ ಯೆತಾ” ಮನುನ್ ಸಾಂಗಟ್ಲ್ಯಾನ್.