Luke 12:41 — Compare Translations

7 translations compared side by side

Odia - 1840
"ପିତର ପଚାରିଲେ, ପ୍ରଭୁ! ଏହି ଦୃଷ୍ଟାନ୍ତ ଆପଣ ଆମ୍ଭ ପାଇଁ କହୁଛନ୍ତି ନା ସମସ୍ତଙ୍କ ପାଇଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ପଚାରିଲେ, “ପ୍ରଭୁ, ଏହି ଦୃଷ୍ଟାନ୍ତ କ’ଣ କେବଳ ଆମ ପ୍ରତି ପ୍ରଯୁଜ୍ୟ ନା ସମସ୍ତଙ୍କ ପାଇଁ?”
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱସ୍ତ ସେବକ କିଏ ପିତର ପଗ୍ଭରିଲେ, “ପ୍ରଭୁ! ଏହି ଦୃଷ୍ଟାନ୍ତ ଆପଣ ଆମ୍ଭ ପାଇଁ କହୁଛନ୍ତି ନା ସମସ୍ତଙ୍କ ପାଇଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ಜೆಜುಕ್ “ಧನಿಯಾ, ಹಿ ಕಾನಿ ಅಮ್ಕಾ ಸಮಂದ್‍ ಪಡ್ತಾ ಕಾಯ್, ಸಗ್ಳ್ಯಾಕ್ನಿಬಿ ಸಮಂದ್ ಪಡ್ತಾ?” ಮಟ್ಲ್ಯಾನ್.