Luke 12:42 — Compare Translations
7 translations compared side by side
Odia - 1840
"ଏହା ଶୁଣି ଯୀଶୁ କହିଲେ, ବିଶ୍ବାସୀ ଓ ବୁଦ୍ଧିମାନ ସବେକ କିଏ? ମାଲିକ ଅନ୍ୟ ସବେକ ମାନଙ୍କୁ ସମାନଙ୍କେର ଖାଦ୍ୟ ଠିକ୍ ସମୟରେ ଦବୋ ପାଇଁ ଜଣେ ଚାକରକୁ ଦାଯିତ୍ବ ଦଇେଥାନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ବାସ କରିବସେ ସେ ସବେକ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥାସମୟରେ ନିରୂପିତ ପଡ଼ି ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ଵସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଉତ୍ତର ଦେଲେ, “ତେବେ ବିଶ୍ୱସ୍ତ ଓ ଜ୍ଞାନୀ ଦାସ କିଏ? ଯାହାକୁ ମାଲିକ ଘର ଚଳାଇବା ଦାୟିତ୍ୱରେ ରଖିବେ। ସେ ଉପଯୁକ୍ତ ସମୟରେ ଅନ୍ୟ ଦାସମାନଙ୍କୁ ଖାଇବାକୁ ଦେଇଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣି ଯୀଶୁ କହିଲେ, “ବିଶ୍ୱାସୀ ଓ ବୁଦ୍ଧିମାନ ସେବକ କିଏ? ମାଲିକ ଅନ୍ୟ ସେବକମାନଙ୍କୁ ସେମାନଙ୍କର ଖାଦ୍ୟ ଠିକ୍ ସମୟରେ ଦେବା ପାଇଁ ଜଣେ ଗ୍ଭକରକୁ ଦାୟିତ୍ୱ ଦେଇଥା’ନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ୱାସ କରିବେ ସେ ସେବକ କିଏ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಧನಿಯಾನ್ ಅಶೆ ಜಾಲ್ಯಾರ್ ವಿಶ್ವಾಸಾಚೊ ಅನಿ ಶಾನೊ ಆಳ್ ಕೊನ್? ತೊ ಕೊನ್ ಕಾಯ್ ಮಟ್ಲ್ಯಾರ್, ಜೆ ಕೊನಾಕ್, ಧನಿ, ಘರಾಚಿ ಸಗ್ಳಿ ಜವಾಬ್ದಾರಿ, ಅನಿ ಹುರಲ್ಲ್ಯಾ ಆಳಾಕ್ನಿ, ಸಮಾ ಎಳಾರ್ ಜೆವಾನ್ ವಾಟುನ್ ದಿವ್ಕ್ ಮನುನ್ ನೆಮ್ತಾ, ತೊಚ್.