Luke 12:45 — Compare Translations
7 translations compared side by side
Odia - 1840
"କିନ୍ତୁ ଯଦି ସବେକଟି ଦୁଷ୍ଟ ହାଇେଥିବ ଓ ମନମେନେ କହିବ, ମାେ ମାଲିକ ତୁରନ୍ତ ଆସିବେ ନାହିଁ, ତବେେ କ'ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସବେକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦବେ ଓ ନିଜେ ଖିଆପିଆ ରେ ବୁଡି ରହିବ ଓ ମଦ ପିଇ ମାତାଲ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ଵ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି ସେହି ଦାସ ମନେ ମନେ ଭାବେ ଯେ ଘରର ମାଲିକ ଫେରି ଆସିବା ପାଇଁ ବିଳମ୍ବ ଅଛି ଓ ସେ ଅନ୍ୟ ଦାସଦାସୀମାନଙ୍କୁ ମାରଧର କରେ ଏବଂ ଖାଇ ପିଇ ମାତାଲ ହୁଏ,
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ಜರ್ ತೊ ಆಳ್, ಅಪ್ನಾಚೊ ಧನಿ ಪರ್ತುನ್ ಯೌಕ್ ಲೈ ಎಳ್ ಹೊತಾ ಮನುನ್ ಯವ್ಜುನ್ ಘೆವ್ನ್, ಹುರಲ್ಲ್ಯಾ ಆಳಾಕ್ನಿ ಘೊಮನುಸ್ ಅನಿ ಬಾಯ್ಕೊಮನುಸ್ ಮನಿನಸ್ತಾನಾ ಮಾರ್ತಾ, ಅನಿ ಖಾತಾ, ಫಿತಾ, ಅನಿ ಫಿದೊಡೊ ಹೊವ್ನ್ ಪಡ್ತಾ.