Luke 12:5 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଯାହାକୁ ଭୟ କରିବା ଉଚିତ ମୁଁ ତୁମ୍ଭମାନଙ୍କୁ ତାହାଙ୍କୁ ଦଖାଇେ ଦବେି। ତୁମ୍ଭମାନଙ୍କୁ ମାରିସାରି ନର୍କ ରେ ଫିଙ୍ଗିଦବୋ ଶକ୍ତି ଯାହାର ଅଛି, ତୁମ୍ଭମାନେେ ସହେି ପରମେଶ୍ବରଙ୍କୁ ଭୟ କରିବା ଉଚିତ। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, କବଳେ ତାହାଙ୍କୁ ଭୟ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନରକରେ ନିକ୍ଷେପ କରିବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କାହାକୁ ଭୟ କରିବ, ମୁଁ ତୁମ୍ଭମାନଙ୍କୁ ଜଣାଉଛି। ବଧ କରିବା ପରେ ନରକରେ ନିକ୍ଷେପ କରିବାର କ୍ଷମତା ଯାହାର ଅଛି, ତାଙ୍କୁ ଭୟ କର। ମୋ’ କଥାରେ ବିଶ୍ୱାସ କର। କେବଳ ତାଙ୍କୁ ହିଁ ତୁମ୍ଭେମାନେ ଭୟ କରିବା ଉଚିତ୍।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯାହାକୁ ଭୟ କରିବା ଉଚିତ୍ ମୁଁ ତୁମ୍ଭମାନଙ୍କୁ ତାହାଙ୍କୁ ଦେଖାଇ ଦେବି। ତୁମ୍ଭମାନଙ୍କୁ ମାରି ସାରି ନର୍କରେ ଫିଙ୍ଗି ଦେବା ଶକ୍ତି ଯାହାର ଅଛି, ତୁମ୍ଭେମାନେ ସେହି ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, କେବଳ ତାହାଙ୍କୁ ଭୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಕೊನಾಕ್ ಭಿಂವ್ಚೆ ಮನುನ್ ಮಿಯಾ ತುಮ್ಕಾ ಸಾಂಗ್ತಾ ಆಯ್ಕಾ ತುಮಿ ದೆವಾಕ್ ಭಿಂವಾ, ಜಿವಾನಿ ಮಾರಲ್ಲ್ಯಾ ಮಾನಾ ನರ್ಕಾತ್ ನ್ಹೆವ್ನ್ ಘಾಲ್ತಲೊ ಅದಿಕಾರ್ ತೆಕಾ ಹಾಯ್. ಮಾಜೆರ್ ವಿಶ್ವಾಸ್ ಕರಾ, ತುಮಿ ಭಿಂವ್ಕ್ ಪಾಜೆ ಹೊತ್ತೆ ತೆಕಾ ಎವ್ಡೆಚ್!