Luke 12:52 — Compare Translations
7 translations compared side by side
Odia - 1840
"ଏଣିକି ବର୍ତ୍ତମାନଠାରୁ ଗୋଟିଏ ଘ ରେ ପାଞ୍ଚଜଣ ଲୋକ ଥିଲେ ସମାନେେ ପରସ୍ପରର ବିରୋଧୀ ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନଠାରୁ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ମଧ୍ୟରେ ବିଭେଦ ସୃଷ୍ଟି ହେବ, ତିନି ଜଣ ଦୁଇ ଜଣଙ୍କ ବିରୁଦ୍ଧରେ ଓ ଦୁଇ ଜଣ ତିନି ଜଣଙ୍କ ବିରୁଦ୍ଧରେ ଉଠିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏଣିକି ବର୍ତ୍ତମାନଠାରୁ ଗୋଟିଏ ଘରେ ପାଞ୍ଚ ଜଣ ଲୋକ ଥିଲେ ସେମାନେ ପରସ୍ପରର ବିରୋଧୀ ହୋଇଯିବେ। ତିନି ଜଣ ଦୁଇଜଣଙ୍କ ବିରୁଦ୍ଧରେ ଠିଆ ହେବେ କିମ୍ବା ଦୁଇଜଣ ତିନି ଜଣଙ୍କ ବିରୁଦ୍ଧରେ ଠିଆ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾಚ್ಯಾನ್, ಪಾಚ್ ಜಾನಾ ಹೊತ್ತ್ಯಾತ್ಲೆ, ತಿಗೆಜಾನಾ ದೊಗ್ಯಾಂಚ್ಯಾ ವರ್ತಿ ಅನಿ ದೊಗೆ ಜಾನಾ ತಿಗ್ಯಾಂಚ್ಯಾ ವರ್ತಿ ಪರ್ತುನ್ ಪಡ್ತ್ಯಾತ್.