Luke 12:6 — Compare Translations

7 translations compared side by side

Odia - 1840
"ଚଢଇେ ବିକାୟିବା ବେଳେ ପାଞ୍ଚଟା ଚଢଇଙ୍କେର ମୂଲ୍ଯ ଅଳ୍ପ କେତକେ ପଇସା ହୁଏ। ତଥାପି, ପରମେଶ୍ବର ସମାନଙ୍କେ ମଧ୍ଯରୁ ଗୋଟିକୁ ହେଲେ ଭୁଲି ଯାଆନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ, ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ଈଶ୍ଵରଙ୍କ ଛାମୁରେ ବିସ୍ମୃତ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ପାଞ୍ଚଟି ଘରଚଟିଆ କ’ଣ ଦୁଇଟି ମୁଦ୍ରାରେ ବିକାଯାଏ ନାହିଁ? ତଥାପି ଈଶ୍ୱର ଗୋଟିଏ ଘରଚଟିଆକୁ ସୁଦ୍ଧା ଭୁଲନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ଚଢ଼େଇ ବିକାଯିବା ବେଳେ ପାଞ୍ଚଟା ଚଢ଼େଇଙ୍କର ମୂଲ୍ୟ ଅଳ୍ପ କେତେକ ପଇସା ହୁଏ। ତଥାପି, ପରମେଶ୍ୱର ସେମାନଙ୍କ ମଧ୍ୟରୁ ଗୋଟିକୁ ହେଲେ ଭୁଲି ଯାଆନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପାଞ୍ଚୋଟି ଘରଚଟିଆ କ'ଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ୱର ଭୁଲିଯାଆନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಚ್ ಗುಬ್‍ಯಾ ದೊನ್ ಪೈಸ್ಯಾಕ್ನಿ ಇಕಿನಾತ್ ಕಾಯ್? ಜಾಲ್ಯಾರ್‍ಬಿ ಎಕ್ ಗುಬ್ಬಿಕ್ ಸೈತ್ ದೆವಾನ್ ಇಸ್ರುಕ್ನಾ.