Luke 12:7 — Compare Translations

7 translations compared side by side

Odia - 1840
"ହଁ, ତୁମ୍ଭମାନଙ୍କ ମୁଣ୍ଡ ରେ କେତେ ଗୋଟି ବାଳ ଅଛି, ତାହା ମଧ୍ଯ ପରମେଶ୍ବର ଜାଣନ୍ତି। ଭୟ କର ନାହିଁ। ତୁମ୍ଭମାନଙ୍କର ମୂଲ୍ଯ ଅନକେ ଚଢଇଙ୍କେ ଅପେକ୍ଷା ବହୁତ ଅଧିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି । ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆଠାରୁ ଶ୍ରେଷ୍ଠ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏପରିକି ତୁମର ମସ୍ତକର ସମସ୍ତ କେଶ ସୁଦ୍ଧା ଗଣା ଯାଇଛି। ତେଣୁ ଭୟ କର ନାହିଁ; ଅନେକ ଘରଚଟିଆଙ୍କ ଅପେକ୍ଷା ତୁମ୍ଭମାନଙ୍କର ମୂଲ୍ୟ ଯଥେଷ୍ଟ ଅଧିକ!
Odia Bible ERV 2004 (ପବିତ୍ର ବାଇବଲ)
ହଁ, ତୁମ୍ଭମାନଙ୍କ ମୁଣ୍ଡରେ କେତେ ଗୋଟି ବାଳ ଅଛି, ତାହା ମଧ୍ୟ ପରମେଶ୍ୱର ଜାଣନ୍ତି। ଭୟ କର ନାହିଁ। ତୁମ୍ଭମାନଙ୍କର ମୂଲ୍ୟ ଅନେକ ଚଢ଼େଇଙ୍କ ଅପେକ୍ଷା ବହୁତ ଅଧିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି । ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಟಕ್ಲ್ಯಾಚಿ ಕೆಸಾ ಸೈತ್ ಮೆಜುನ್ ಥವಲ್ಲಿ ಹಾತ್, ತೆಚೆಸಾಟ್ನಿ ಭಿಂವ್ನಕಾಶಿ,ತುಮಿ ಗುಬ್‍ಯಾಂಚ್ಯಾನ್ಕಿ ಲೈ ಕಿಮ್ತಿಚೆ ಮಟ್ಲ್ಯಾನ್.