Luke 12:8 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ଲୋକ ସମସ୍ତଙ୍କ ଆଗ ରେ ଠିଆ ହାଇେ କ ହେ ଯେ ସେ ମାଠାେ ରେ ବିଶ୍ବାସ କରୁଛି, ତା ହେଲେ ମୁଁ ମନୁଷ୍ଯପୁତ୍ର, ପରମେଶ୍ବରଙ୍କ ଦୂତମାନଙ୍କ ଆଗ ରେ କହିବି ଯେ, ସହେି ଲୋକଟି ମାରେ ନିଜର ଲୋକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଲୋକଙ୍କ ସାକ୍ଷାତରେ ମୋତେ ସ୍ଵୀକାର କରିବ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ଵରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ଵୀକାର କରିବେ;
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ନିଶ୍ଚିତଭାବେ କହୁଛି, ଯେ କେହି ସର୍ବସାକ୍ଷାତରେ ନିଜକୁ ମୋର ଶିଷ୍ୟ ବୋଲି ସ୍ୱୀକାର କରେ, ମନୁଷ୍ୟପୁତ୍ର ଈଶ୍ୱରଙ୍କ ଦୂତମାନଙ୍କ ସମ୍ମୁଖରେ ତାହା ପ୍ରତି ଠିକ୍ ସେହିପରି କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଯୋଗୁଁ ଲଜ୍ଜା କର ନାହିଁ “ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କହେ ଯେ ସେ ମୋ’ଠାରେ ବିଶ୍ୱାସ କରୁଛି, ତା’ହେଲେ ମୁଁ ମନୁଷ୍ୟପୁତ୍ର, ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ, ସେହି ଲୋକଟି ମୋର ନିଜର ଲୋକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಲೊಕಾಂಚ್ಯಾ ಮದ್ದಿ ತುಮಿ ಮಾಜೆ ಮನುನ್ ಸಾಂಗಟಲ್ಲ್ಯಾನೊ, ಮಿಯಾ ತುಮ್ಕಾ ಗೊಸ್ಟ್ ದಿತಾ, ಮಾನ್ಸಾಚೊ ಲೆಕ್ಬಿ ದೆವಾಚ್ಯಾ ದುತಾಂಚ್ಯಾ ಇದ್ರಾಕ್ ತುಮಿ ಅಪ್ನಾಚಿ ಲೊಕಾ ಮನುನ್ ಘೆತಾ.