Luke 12:9 — Compare Translations

7 translations compared side by side

Odia - 1840
"କିନ୍ତୁ ଯେଉଁ ଲୋକ ଅନ୍ୟମାନଙ୍କ ଆଗ ରେ ଠିଆ ହାଇେ କୁ ହେ ଯେ, ସେ ମାଠାେ ରେ ବିଶ୍ବାସ କରନୋହିଁ, ତବେେ ମୁଁ ମଧ୍ଯ ପରମେଶ୍ବରଙ୍କ ଦୂତମାନଙ୍କ ଆଗ ରେ କହିବି ଯେ ସେ ଲୋକ ମାେ ନିଜ ଲୋକ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ଵୀକାର କରିବ, ସେ ଈଶ୍ଵରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ଵୀକାର କରାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେ ମୋତେ ସର୍ବସାକ୍ଷାତରେ ଅଗ୍ରାହ୍ୟ କରେ, ମନୁଷ୍ୟପୁତ୍ର ଈଶ୍ୱରଙ୍କ ଦୂତମାନଙ୍କ ସମ୍ମୁଖରେ ମଧ୍ୟ ତାହାକୁ ଅଗ୍ରାହ୍ୟ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଲୋକ ଅନ୍ୟମାନଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋ’ଠାରେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆ ಕೊನ್ ಲೊಕಾತ್ನಿ ಮಾಜೊ ಮನುನ್ ಘೆಯ್ನಾ, ತೆಂಕಾ ದೆವಾಚ್ಯಾ ದುತಾಂಚ್ಯಾ ಇದ್ರಾಕ್ ಮಾನ್ಸಾಚೊ ಲೆಕ್‍ಬಿ ಅಪ್ನಾಚೊ ಮನುನ್ ಘೆಯ್ನಾ.