Luke 13:1 — Compare Translations
7 translations compared side by side
Odia - 1840
"ସେତବେେଳେ ଯୀଶୁଙ୍କ ପାଖ ରେ କେତକେ ଲୋକ ଥିଲେ। ଗାଲିଲୀର କେତକେ ଲୋକଙ୍କର ଯାହା ଘଟିଥିଲା, ସହେି ବିଷୟ ରେ ସମାନେେ ଯୀଶୁଙ୍କୁ କହିଲେ। ସମାନେେ ଉପାସନା କରୁଥିବା ସମୟରେ ପୀଲାତ ସହେି ଲୋକମାନଙ୍କୁ ହତ୍ଯା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସମାନଙ୍କେ ରକ୍ତକୁ ମିଶାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶ୍ରିତ କରିଥିଲେ, ସେମାନଙ୍କ ବିଷୟରେ ତାହାଙ୍କୁ ଜଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସମୟରେ ସେଠାରେ ଥିବା କେତେକ ଲୋକ ଯୀଶୁଙ୍କୁ କହିଲେ ଯେ, ଗାଲିଲୀୟମାନେ ଈଶ୍ୱରଙ୍କ ନିକଟରେ ବଳି ଉତ୍ସର୍ଗ କରୁଥିବା ସମୟରେ ପୀଲାତ ସେମାନଙ୍କୁ ହତ୍ୟା କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ହୃଦୟ ପରିବର୍ତ୍ତନ କର ସେତେବେଳେ ଯୀଶୁଙ୍କ ପାଖରେ କେତେକ ଲୋକ ଥିଲେ। ଗାଲିଲୀର କେତେକ ଲୋକଙ୍କର ଯାହା ଘଟିଥିଲା, ସେହି ବିଷୟରେ ସେମାନେ ଯୀଶୁଙ୍କୁ କହିଲେ। ସେମାନେ ଉପାସନା କରୁଥିବା ସମୟରେ ପୀଲାତ ସେହି ଲୋକମାନଙ୍କୁ ହତ୍ୟା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସେମାନଙ୍କ ରକ୍ତକୁ ମିଶାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
୧. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಗ್ದಾ ಉಲ್ಲ್ಯಾ ಲೊಕಾನಿ, ಜೆಜುಕ್ಡೆ ಪಿಲಾತಾನ್ ಗಾಲಿಲಿಯಾಚ್ಯಾ ಉಲ್ಲ್ಯಾ ಲೊಕಾಕ್ನಿ ದೆವಾಕ್ ಬಲಿ ಭೆಟ್ವುತಾನಾ ಜಿವಾನಿ ಮಾರಲ್ಲ್ಯಾ ವಿಶಯಾತ್ ಸಾಂಗಟ್ಲ್ಯಾನಿ.