Luke 13:10 — Compare Translations
7 translations compared side by side
Odia - 1840
"ଥରେ ଯୀଶୁ ବିଶ୍ରାମବାର ରେ ଗୋଟିଏ ଯୀହୂଦୀ ସମାଜଗୃହ ରେ ଉପଦେଶ ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଥରେ ବିଶ୍ରାମବାରରେ ଯୀଶୁ ଏକ ଉପାସନା ଗୃହରେ ଶିକ୍ଷା ଦେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବିଶ୍ରାମବାରରେ ଜଣେ ସ୍ତ୍ରୀ ଲୋକକୁ ସୁସ୍ଥ କଲେ ଥରେ ଯୀଶୁ ବିଶ୍ରାମବାରରେ ଗୋଟିଏ ଯିହୂଦୀ ସମାଜଗୃହରେ ଉପଦେଶ ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಸಬ್ಬತಾಚ್ಯಾ ದಿಸಿ ಜೆಜು ಸಿನಾಗೊಗಾತ್ ಶಿಕ್ವುಲಾಗಲ್ಲೊ.