Luke 13:11 — Compare Translations

7 translations compared side by side

Odia - 1840
"ସଠାେରେ ଏପରି ଗୋଟିଏ ସ୍ତ୍ରୀ ଲୋକ ଥିଲା, ଯାହା ଦହେ ରେ ଗୋଟିଏ ଭୂତ ପ୍ରବେଶ କିର ରହିଥିଲା। ଭୂତ ସ୍ତ୍ରୀ ଲୋକଟିକୁ ଅଠର ବର୍ଷ ଧରି ପଙ୍ଗୁ କରି ପକାଇଥିଲା। ସେ କୁଜ୍ଜା ହାଇେ ନଇଁ ଯାଉଥିଲା। ସେ ଜମା ସିଧା ଠିଆ ହାଇେ ପାରୁନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ଵାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସଳଖ କରି ପାରୁ ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଜଣେ ସ୍ତ୍ରୀ ଲୋକକୁ ଭୂତ ଲାଗି ଥିବାରୁ ସେ ଅଠର ବର୍ଷ ଧରି ଅସୁସ୍ଥ ଥିଲା; ସେ କୁଜା ହୋଇ ରହି ଯାଇଥିଲା ଏବଂ ଆଦୌ ସଳଖ ହୋଇପାରୁ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଏପରି ଗୋଟିଏ ସ୍ତ୍ରୀ ଲୋକ ଥିଲା, ଯାହା ଦେହରେ ଗୋଟିଏ ଭୂତ ପ୍ରବେଶ କରି ରହିଥିଲା। ଭୂତ ସ୍ତ୍ରୀ ଲୋକଟିକୁ ଅଠର ବର୍ଷ ଧରି ପଙ୍ଗୁ କରି ପକାଇଥିଲା। ସେ କୁଜ୍ଜା ହୋଇ ନଇଁ ଯାଉଥିଲା। ସେ ଜମା ସିଧା ଠିଆ ହୋଇ ପାରୁ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಗಿರೊಲಾಗಲ್ಲಿ ಬಾಯ್ಕೊಮನುಸ್ ಹೊತ್ತಿ, ತೆನಿ ತಿಕಾ ಅಟ್ರಾ ವರ್ಸಾ ಅರಾಮನತ್ತ್ಯಾ ಸಾರ್ಕೆ ಕರಲ್ಲ್ಯಾನ್, ತಿ ಬಾಗುನ್ ಗೆಲ್ಲಿ, ತಿಕಾ ವಟ್ಟೊಚ್ ಇಬೆ ರಾವ್ಕ್ ಹೊಯ್ನಶಿ.