Luke 13:12 — Compare Translations

7 translations compared side by side

Odia - 1840
"ଯୀଶୁ ତାକୁ ଡାକି ପାଖ ରେ ଦେଖି କହିଲେ, ହେ ନାରୀ ତୁମ୍ଭର ପୀଡିତା ଅବସ୍ଥା ବର୍ତ୍ତମାନ ଚାଲିଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ ଦେଖି କହିଲେ, “ତୁମେ ସୁସ୍ଥ ହେଲ!”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାକୁ ଡାକି ପାଖରେ ଦେଖି କହିଲେ, “ହେ ନାରୀ ତୁମ୍ଭର ପୀଡ଼ିତା ଅବସ୍ଥା ବର୍ତ୍ତମାନ ଗ୍ଭଲିଯାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತ್ಯಾ ಬಾಯ್ಕೊಮನ್ಸಿಕ್ ಬಲ್ವುನ್ ಅನಿ “ಬಾಯ್ಕೊಮನ್ಸಿ, ತಿಯಾ ತುಜ್ಯಾ ಶಿಕಾತ್ನಾ ಸ್ವತಂತ್ರ್ ಹೊಲೆ!” ಮಟ್ಲ್ಯಾನ್.