Luke 13:15 — Compare Translations

7 translations compared side by side

Odia - 1840
"ପ୍ରଭୁ ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ କପଟୀ। ତୁମ୍ଭମାନେେ ପ୍ରତିଦିନ ଏପରିକି ବିଶ୍ରାମବାର ରେ ମଧ୍ଯ ତୁମ୍ଭମାନଙ୍କର କାମ କରୁଥିବା ପଶୁଙ୍କୁ ଖାଲିେ ପାଣି ପିଆଇଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରଭୁ ତାଙ୍କୁ ଉତ୍ତର ଦେଲେ, ରେ କପଟୀ-ମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ଵା ଗଧ ଗୁହାଳରୁ ଫିଟାଇ ଘେନିଯାଇ ପାଣି ପିଆଅ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ତାଙ୍କୁ କହିଲେ, “ହେ ପ୍ରବଞ୍ଚକମାନେ! ତୁମ ଭିତରୁ କେହି କ’ଣ ବିଶ୍ରାମବାରରେ ଗୁହାଳରୁ ବଳଦ ବା ଗଧକୁ ଫିଟାଇ ପାଣି ପିଆଇବାକୁ ବାହାରକୁ ନେଇ ଯାଅ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କପଟୀ। ତୁମ୍ଭେମାନେ ପ୍ରତିଦିନ ଏପରିକି ବିଶ୍ରାମବାରରେ ମଧ୍ୟ ତୁମ୍ଭମାନଙ୍କର କାମ କରୁଥିବା ପଶୁଙ୍କୁ ଖୋଲି ପାଣି ପିଆଇ ଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾನ್ ತೆಕಾ “ತುಮಿ ಕುಸ್ಡ್ಯಾನೊ! ತುಮ್ಚ್ಯಾತ್ಲೊ ಕೊನ್ಬಿ ಸಬ್ಬತಾಚ್ಯಾ ದಿಸಿ,ತುಮ್ಚ್ಯಾ ಗಾಡ್ವಾಕ್ ನಾಹೊಲ್ಯಾರ್, ಬೈಲಾಕ್ ಗೊಟ್ಯಾತ್ನಾ ಸೊಡ್ವುನ್ ಪಾನಿಯಾಕ್ ನ್ಹೆಯ್‌ನ್ಯಾಶಿ ಕಾಯ್;