Luke 13:16 — Compare Translations

7 translations compared side by side

Odia - 1840
"ଏହି ଯେଉଁ ସ୍ତ୍ରୀ ଲୋକଟିକୁ ମୁଁ ସୁସ୍ଥ କରିଦଲେି ସେ ଆମ୍ଭର ଜଣେ ଯିହୂଦୀ ଭଉଣୀ ଶୟତାନ ତାକୁ ଅଠର ବର୍ଷ ହେଲା ବାନ୍ଧି ରଖିଥିଲା, ବିଶ୍ରାମବାର ରେ ସେଥିରୁ ସେ ମୁକ୍ତ ହବୋ କ'ଣ ଉଚିତ ନୁହେଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦେଖ, ଅଠର ବର୍ଷ ବ୍ୟାପି ଶୟତାନ ଦ୍ଵାରା ଆବଦ୍ଧ ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ଏଠାରେ ଅବ୍ରାହାମଙ୍କ ବଂଶଜ ଜଣେ ଅଛି। ତାକୁ ଶୟତାନ ଅଠର ବର୍ଷ ଧରି ବାନ୍ଧି ରଖିଛି; ସେ ବିଶ୍ରାମବାର ଦିନ ମୁକ୍ତ ହେବା କ’ଣ ଉଚିତ ନୁହେଁ?”
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯେଉଁ ସ୍ତ୍ରୀ ଲୋକଟିକୁ ମୁଁ ସୁସ୍ଥ କରିଦେଲି ସେ ଆମ୍ଭର ଜଣେ ଯିହୂଦୀ ଭଉଣୀ ଶୟତାନ ତାକୁ ଅଠର ବର୍ଷ ହେଲା ବାନ୍ଧି ରଖିଥିଲା, ବିଶ୍ରାମବାରରେ ସେଥିରୁ ସେ ମୁକ୍ତ ହେବା କ’ଣ ଉଚିତ୍ ନୁହେଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?”
Odia IRV 2017 (ଓଡିଆ ବାଇବେଲ)
ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಹಿತ್ತೆ, ಅಬ್ರಾಹಾಮಾಚ್ಯಾ ಘರಾನ್ಯಾತ್ಲ್ಯಾ ಎಕ್ಲಿಕ್ ಸೈತಾನಾನ್ ಅಟ್ರಾ ವರ್ಸಾಕ್ನಾ ಭಾಂದುನ್ ಥವ್ಲ್ಯಾನಾಯ್, ತಿ ಸಬ್ಬತಾಚ್ಯಾ ದಿಸಿ ಸುಟ್ಕಾ ಹೊವ್‍ ನ್ಹಯ್ ಕಾಯ್?” ಮನುನ್ ಜಬಾಬ್ ದಿಲ್ಯಾನ್.