Luke 13:17 — Compare Translations
7 translations compared side by side
Odia - 1840
"ଯୀଶୁ ଏକଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସମାନେେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ମାନ କଲେ, ତାକୁ ଦେଖି ସବୁ ଲୋକ ଖୁସି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକସମୂହ ତାହାଙ୍କ କୃତ ସମସ୍ତ ମହତ କର୍ମ ସକାଶେ ଆନନ୍ଦ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି କଥା ତାଙ୍କ ଶତ୍ରୁମାନଙ୍କୁ ଲଜ୍ଜିତ କଲା। ଅଥଚ ତାଙ୍କର ଆଶ୍ଚର୍ଯ୍ୟ କର୍ମ ହେତୁ ଲୋକମାନେ ଆନନ୍ଦ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏ କଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସେମାନେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ, ତାକୁ ଦେଖି ସବୁ ଲୋକ ଖୁସୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜೆಜುಚ್ಯಾ ಜಬಾಬಾನ್ ತೆಚ್ಯಾ ದುಸ್ಮಾನಾಕ್ನಿ ಲಜ್ಜಾ ಕರ್ಲಿ, ಲೊಕಾ ಜೆಜುನ್ ಕರಲ್ಲಿ ಮೊಟಿ-ಮೊಟಿ ವಿಚತ್ರ್ ಕಾಮಾ ಬಗುನ್ ಕುಶಿ ಹೊಲಿ.