Luke 13:19 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ରାଜ୍ଯ ଗୋଟିଏ ଶାରେିଷ ଦାନା ଭଳି। ଜଣେ ଲୋକ ସେ ଶାରେିଷ ମଞ୍ଜିଟି ତା' ବଗିଚା ରେ ବୁଣେ। ମଞ୍ଜିଟିରୁ ଗଜା ବାହାରି ଗଛ ହୁଏ। ପକ୍ଷୀମାନେ ଏହାର ଡାଳ ରେ ବସା ବାନ୍ଧନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହା ଏହିପରି। ଜଣେ ଲୋକ ସୋରିଷ ବୀଜ ନେଇ ଜମିରେ ବୁଣେ। ଚାରାଟି ବଡ଼ ହୋଇ ଗୋଟିଏ ଗଛରେ ପରିଣତ ହୁଏ ଏବଂ ପକ୍ଷୀମାନେ ତାହାର ଡ଼ାଳରେ ବସା ବାନ୍ଧନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଜଣେ ଲୋକ ସେ ସୋରିଷ ମଞ୍ଜିଟି ତା’ ବଗିଗ୍ଭରେ ବୁଣେ। ମଞ୍ଜିଟିରୁ ଗଜା ବାହାରି ଗଛ ହୁଏ। ପକ୍ଷୀମାନେ ଏହାର ଡାଳରେ ବସା ବାନ୍ଧନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।”
Odia IRV 2017 (ଓଡିଆ ବାଇବେଲ)
ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಕಶೆ ಮಟ್ಲ್ಯಾರ್, ಎಕ್ ಮಾನುಸ್ ಎಕ್ ಸಾಸಾವಾಚಿ ಭ್ಹಿಂಯ್ ಘೆತಾ, ಅನಿ ಅಪ್ನಾಚ್ಯಾ ಶೆತಾತ್ ಉಗಾತ್ ಘಾಲ್ತಾ, ತೆ ಝಾಡ್ ಮೊಟೆ ಹೊತಾ, ಅನಿ ಮೊಟೆ ಝಾಡ್ ಹೊತಾ, ಅನಿ ಫಾಂಕ್ರಾ ಯೆವ್ನ್ ತೆಚ್ಯಾ ಟಾಳಿಯಾಕ್ನಿ ಘಂಟೆ ಭಾಂದ್ತ್ಯಾತ್”, ಮಟ್ಲ್ಯಾನ್.