Luke 13:21 — Compare Translations

7 translations compared side by side

Odia - 1840
"ଏହା ଖମୀର ଭଳି। ଜଣେ ସ୍ତ୍ରୀ ଲୋକ ରୋଟୀ ତିଆରି କରିବା ପାଇଁ ଗୋଟିଏ ବଡ ପାତ୍ର ରେ ଥିବା ଅଟା ସହିତ ଖମୀର ମିଶାଏ। ଖମୀର ସମସ୍ତ ଦଳାଅଟାକୁ ଫୁଲାଇ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଖମୀର ସଦୃଶ, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହା ଏହିପରି। ଜଣେ ସ୍ତ୍ରୀ ଲୋକ ଟିକିଏ ଖମୀର ନେଇ ଅଧବସ୍ତା ମଇଦାରେ ମିଶାଇଲା ଏବଂ ସମୁଦାୟ ମଇଦା ଖମୀରମୟ ହେଲା।”
Odia Bible ERV 2004 (ପବିତ୍ର ବାଇବଲ)
ଏହା ଖମୀର ଭଳି। ଜଣେ ସ୍ତ୍ରୀ ଲୋକ ରୋଟୀ ତିଆରି କରିବା ପାଇଁ ଗୋଟିଏ ବଡ଼ ପାତ୍ରରେ ଥିବା ଅଟା ସହିତ ଖମୀର ମିଶାଏ। ଖମୀର ସମସ୍ତ ଦଳାଅଟାକୁ ଫୁଲାଇ ଦିଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।”
Odia IRV 2017 (ଓଡିଆ ବାଇବେଲ)
ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ, ಕಶೆ ಮಟ್ಲ್ಯಾರ್, ಎಕ್ ಬಾಯ್ಕೊಮನುಸ್ ಸೊಡೊ ಘೆತಾ, ಅನಿ ಲೈಶ್ಯಾ ಪಿಟ್ಟಾತ್ ಘಾಲುನ್ ಥವ್ತಾ, ಅನಿ ತೆ ಪಿಟ್ಟ್ ಸಗ್ಳೆ ಫುಗ್ತಾ.