Luke 13:22 — Compare Translations
7 translations compared side by side
Odia - 1840
"ଯୀଶୁ ପ୍ରେତ୍ୟକକ ନଗର ଓ ଗ୍ରାମ ରେ ଉପଦେଶ ଦେଉଥିଲେ। ସେ ଯାତ୍ରା କରୁ କରୁ ୟିରୂଶାଲମ ଆଡକୁ ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଯିରୁଶାଲମକୁ ଯିବା ପଥରେ ବିଭିନ୍ନ ସହର ଓ ଗ୍ରାମମାନଙ୍କରେ ଲୋକମାନଙ୍କୁ ଉପଦେଶ ଦେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅଣଓସାରିଆ ଦ୍ୱାର ଯୀଶୁ ପ୍ରତ୍ୟେକ ନଗର ଓ ଗ୍ରାମରେ ଉପଦେଶ ଦେଉଥିଲେ। ସେ ଯାତ୍ରା କରୁ କରୁ ଯିରୁଶାଲମ ଆଡ଼କୁ ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಶಾರಾತ್ನಿ, ಅನಿ ಗಾಂವಾತ್ನಿ ಲೊಕಾಕ್ನಿ ಶಿಕ್ವುನ್ಗೆತ್, ಅನಿ ಜೆರುಜಲೆಮಾಕ್ಡೆ ಅಪ್ನಾಚಿ ವಾಟ್ ಕರುನ್ಗೆತ್ ಗೆಲೊ.