Luke 13:24 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ତୁମ୍ଭମାନେ ଅଣ ଓସାରିଆ ଦ୍ବାର ଦଇେ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନକେ ଲୋକ ସଠାେରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସମାନେେ ପ୍ରବେଶ କରିବାକୁ ସମର୍ଥ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଂକୀର୍ଣ୍ଣ ଦ୍ଵାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବା ପାଇଁ ତୁମ୍ଭେମାନେ ପ୍ରାଣପଣ କର; କାରଣ ଅନେକ ଲୋକ ଭିତରକୁ ଯିବା ପାଇଁ ଚେଷ୍ଟା କରିବେ, କିନ୍ତୁ ସମର୍ଥ ହେବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭେମାନେ ଅଣଓସାରିଆ ଦ୍ୱାର ଦେଇ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନେକ ଲୋକ ସେଠାରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସେମାନେ ପ୍ରବେଶ କରିବାକୁ ସମର୍ଥ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಬಾರಿಕ್ಲ್ಯಾ ದಾರಾತ್ನಾ ಭುತ್ತುರ್ ಗುಸುಕ್ ಖಟ್ಪಟ್ ಕರಾ; ಕಶ್ಯಾಕ್ ಮಟ್ಲ್ಯಾರ್, ಲೈ ಲೊಕಾ ತ್ಯಾತುರ್ ಗುಸುಕ್ ಕಸ್‍ರತ್ ಕರ್‍ತ್ಯಾತ್, ಖರೆ ತೆಂಕಾ ಗುಸುಕ್ ಹೊಯ್ನಾ”.