Luke 13:25 — Compare Translations

7 translations compared side by side

Odia - 1840
"ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତବେେ ତୁମ୍ଭମାନେେ ବାହା ରେ ଠିଆ ହାଇେ କବାଟ ବାଡଇବେ। କିନ୍ତୁ ସେ କବାଟ ଖାଲିବେ ନାହିଁ। ତୁମ୍ଭମାନେେ କହିବ, 'ଆଜ୍ଞା, ଆମ୍ଭ ପାଇଁ ଦ୍ବାର ଫିଟାନ୍ତୁ।' କିନ୍ତୁ ଲୋକଟି କହିବ, 'ମୁଁ ତୁମ୍ଭକୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୃହକର୍ତ୍ତା ଉଠି ଦ୍ଵାର ବନ୍ଦ କଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ଵାର ଫିଟାଉନ୍ତୁ, ଏହା କହି ଦ୍ଵାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଗୃହର କର୍ତ୍ତା ଉଠି ଦ୍ୱାର ବନ୍ଦ କରିବେ; ତା’ପରେ ତୁମ୍ଭେମାନେ ଯେତେବେଳେ ବାହାରେ ଠିଆହୋଇ ଦ୍ୱାରରେ ଆଘାତ କରି କହିବ, ‘ମହାଶୟ, ଆମ ପାଇଁ ଦ୍ୱାର ଖୋଲନ୍ତୁ!’ ସେ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁଠାରୁ ଆସିଛ, ମୁଁ ଜାଣେ ନାହିଁ!’
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ଲୋକ ତା’ର ଘରର କବାଟ ବନ୍ଦ କରି ଦିଏ ତେବେ ତୁମ୍ଭେମାନେ ବାହାରେ ଠିଆ ହୋଇ କବାଟ ବାଡ଼େଇବ। କିନ୍ତୁ ସେ କବାଟ ଖୋଲିବ ନାହିଁ। ତୁମ୍ଭେମାନେ କହିବ, ‘ଆଜ୍ଞା, ଆମ୍ଭ ପାଇଁ ଦ୍ୱାର ଫିଟାନ୍ତୁ।’ କିନ୍ତୁ ଲୋକଟି କହିବ, ‘ମୁଁ ତୁମ୍ଭକୁ ଜାଣି ନାହିଁ। ତୁମ୍ଭେମାନେ କେଉଁଠାରୁ ଆସିଛ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘರಾಚೊ ಧನಿ ಉಟ್ತಾ, ಅನಿ ದಾರ್ ಧಾಪ್ತಾ; ತನ್ನಾ ತಿಯಾ ಭಾಯ್ರ್ ಇಬೆ ರ್‍ಹಾವ್ನ್ ದಾರ್ ಬಡ್ವುನ್ “ಧನಿಯಾ ಮಾಕಾ ದಾರ್ ಕಾಡ್” ಮನುನ್ ಇಚಾರ್ಲ್ಯಾರ್. ತನ್ನಾ ತೊ “ತುಮಿ ಖೈತ್ನಾ ಯೆಲ್ಯಾಶಿ ಮನುನ್ ಮಾಕಾ ಗೊತ್ತ್ ನಾ!” ಮನ್ತಾ.