Luke 13:26 — Compare Translations

7 translations compared side by side

Odia - 1840
"ତା'ପରେ ତୁମ୍ଭମାନେେ କହିବ, 'ଆମ୍ଭେ ତୁମ୍ଭ ସହିତ ଏକାଠି ଖାଇଛୁ, ପିଇଛୁ। ତୁମ୍ଭମାନେେ ଆମ୍ଭ ନଗର ଗଳିମାନଙ୍କ ରେ ଉପଦେଶ ଦଇେଛ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି ଆପଣ ଆମ୍ଭମାନଙ୍କ ଦାଣ୍ତମାନଙ୍କରେ ଶିକ୍ଷା ଦେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ କହିବ, ‘ଆମେ ଆପଣଙ୍କ ସହିତ ଭୋଜନ ପାନ କରିଥିଲୁ, ଆପଣ ଆମ ସହରରେ ଶିକ୍ଷା ଦେଇଥିଲେ!’
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭେମାନେ କହିବ, ‘ଆମ୍ଭେ ତୁମ୍ଭ ସହିତ ଏକାଠି ଖାଇଛୁ, ପିଇଛୁ। ତୁମ୍ଭେମାନେ ଆମ୍ଭ ନଗର ଗଳିମାନଙ୍କରେ ଉପଦେଶ ଦେଇଛ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತುಮಿ “ಅಮಿ ತುಜ್ಯಾ ವಾಂಗ್ಡಾಚ್ ಜೆವ್ಲಾವ್, ಅನಿ ಫಿಲಾಂವ್; ತಿಯಾ ಅಮ್ಚ್ಯಾ ಶಾರಾತ್ ಅಮ್ಕಾ ಶಿಕ್ವುಲೆ!” ಮನುನ್ ಜಬಾಬ್ ದಿತ್ಯಾಶಿ.