Luke 13:28 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଅବ୍ରହାମ, ୟିସ୍ହାକ ଓ ଯାକୁବ ତଥା ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କୁ ପରମେଶ୍ବରଙ୍କ ରାଜ୍ଯ ରେ ଦେଖିପାରିବ। କିନ୍ତୁ ତୁମ୍ଭମାନେେ ବାହା ରେ ରହିୟିବ। ସତେିକି ବେଳେ ତୁମ୍ଭମାନେେ କୋରଧ ଓ ଭୟ ରେ କାନ୍ଦିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍ହାକ, ଯାକୁବ, ପୁଣି ସମସ୍ତ ଭାବବାଦୀଙ୍କୁ ଈଶ୍ଵରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଯାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଯେତେବେଳେ ଅବ୍ରାହାମ, ଯିସାହକ, ଯାକୁବ ଓ ସମସ୍ତ ଭାବବାଦୀମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଦେଖିବ, ଅଥଚ ତୁମ୍ଭେମାନେ ବିତାଡ଼ିତ ହୋଇଥିବ, ସେତେବେଳେ କ୍ରନ୍ଦନ କରି ଦାନ୍ତ ରଗଡ଼ିବ!
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଅବ୍ରହାମ, ଇସ୍ହାକ ଓ ଯାକୁବ ତଥା ଅନ୍ୟ ଭବିଷ୍ୟଦ୍ବକ୍ତାମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟରେ ଦେଖି ପାରିବ। କିନ୍ତୁ ତୁମ୍ଭେମାନେ ବାହାରେ ରହିଯିବ। ସେତିକିବେଳେ ତୁମ୍ଭେମାନେ କ୍ରୋଧ ଓ ଭୟରେ କାନ୍ଦିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಅಬ್ರಾಹಾಮ್, ಇಸಾಕ್, ಅನಿ ಜಾಕೊಬ್, ಅನಿ ಸಗ್ಳೆ ಪ್ರವಾದಿ ದೆವಾಚ್ಯಾ ರಾಜಾತ್ ರಾವ್ನ್ ತುಮ್ಕಾ ಭಾಯ್ರ್ ಘಾಟಲ್ಲ್ಯಾ ತನ್ನಾ ತುಮಿ ರಡ್ತ್ಯಾಶಿ, ಅನಿ ದಾತಾ ಚಾವ್ತ್ಯಾಶಿ.