Luke 13:29 — Compare Translations
7 translations compared side by side
Odia - 1840
"ଲୋକମାନେ ପୂର୍ବ, ପଶ୍ଚିମ. ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସମାନେେ ପରମେଶ୍ବରଙ୍କ ରାଜ୍ଯ ରେ ଖାଇବାକୁ ବସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ଵରଙ୍କ ରାଜ୍ୟରେ ଭୋଜନରେ ବସିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକମାନେ ଆସି ଈଶ୍ୱରଙ୍କ ରାଜ୍ୟର ଭୋଜିରେ ବସିବେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପୂର୍ବ, ପଶ୍ଚିମ. ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ଖାଇବାକୁ ବସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ୱରଙ୍କ ରାଜ୍ୟରେ ଭୋଜନରେ ବସିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಿಸ್ ಉಗಾವ್ತಲ್ಯಾ ಅನಿ, ದಿಸ್ ಬುಡ್ತಲ್ಯಾ ದಿಕ್ಕಾಕ್ನಾ, ಅನಿ ಉತ್ತರ್ ಅನಿ ದಕ್ಷಿನ್ ದಿಕ್ಕಾಕ್ನಾ ಲೊಕಾ ಯೆತ್ಯಾತ್, ಅನಿ ದೆವಾಚ್ಯಾ ರಾಜಾತ್ ಸನಾಚ್ಯಾ ಜೆವ್ನಾಕ್ ಬಸ್ತ್ಯಾತ್.