Luke 13:3 — Compare Translations
7 translations compared side by side
Odia - 1840
"ନା, ସମାନେେ ତାହା ନଥିଲେ। କିନ୍ତୁ ତୁମ୍ଭମାନେେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ୍ ନଆଣିବ ତବେେ ତୁମ୍ଭମାନେ ମଧ୍ଯ ସହେି ଲୋକମାନଙ୍କ ଭଳି ଧ୍ବଂସ ପାଇୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପ୍ରକାରେ ବିନଷ୍ଟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କଦାପି ନୁହେଁ! ମୁଁ ତୁମମାନଙ୍କୁ କହୁଛି, ପାପରୁ ମନ ନ ଫେରାଇଲେ ତୁମେ ସମସ୍ତେ ସେମାନଙ୍କ ପରି ମରିବ।
Odia Bible ERV 2004 (ପବିତ୍ର ବାଇବଲ)
ନା, ସେମାନେ ତାହା ନ ଥିଲେ। କିନ୍ତୁ ତୁମ୍ଭେମାନେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ ତେବେ ତୁମ୍ଭେମାନେ ମଧ୍ୟ ସେହି ଲୋକମାନଙ୍କ ଭଳି ଧ୍ୱଂସ ପାଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
'ನಾ. ಮಿಯಾ ತುಮ್ಕಾ ಸಾಂಗ್ತಾ, ತುಮಿ ತುಮ್ಚ್ಯಾ ಪಾಪಾನಿತ್ನಾ ಫಾಟಿ ಪರ್ತಿ ನಸ್ಲ್ಯಾರ್, ತುಮಿಬಿ ತಸೆಚ್ ಮರ್ತ್ಯಾಶಿ.