Luke 13:30 — Compare Translations
7 translations compared side by side
Odia - 1840
"କେତକେ ଲୋକ ଥିବେ, ଯେଉଁମାନଙ୍କର ଜାଗତିକ ପଦ ମର୍ୟ୍ଯଦା ସବୁଠାରୁ ନିମ୍ନ ରେ ଅଛି, ସମାନେେ ପରମେଶ୍ବରଙ୍କ ରାଜ୍ଯ ରେ ସବୁଠାରୁ ଉଚ୍ଚ ଆସନ ଲାଭ କରିବେ। ଆଉ ଶଷେ ରେ ଥିବା କେତକେ ଲୋକ ପ୍ରଥମ ହବେେ ଓ ପ୍ରଥମ ରେ ଥିବା କେତକେ ଲୋକ ପରମେଶ୍ବରଙ୍କ ରାଜ୍ଯ ରେ ସବୁଠାରୁ ଶଷେ ରେ ରହିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ଯେଉଁମାନେ ଶେଷରେ ଅଛନ୍ତି, ସେମାନେ ପ୍ରଥମ ହେବେ ଏବଂ ଯେଉଁମାନେ ପ୍ରଥମରେ ଅଛନ୍ତି, ସେମାନେ ଶେଷରେ ପଡ଼ିଯିବେ।”
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ଥିବେ, ଯେଉଁମାନଙ୍କର ଜାଗତିକ ପଦ ମର୍ଯ୍ୟଦା ସବୁଠାରୁ ନିମ୍ନରେ ଅଛି, ସେମାନେ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଉଚ୍ଚ ଆସନ ଲାଭ କରିବେ। ଆଉ ଶେଷରେ ଥିବା କେତେକ ଲୋକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଲୋକ ପରମେଶ୍ୱରଙ୍କ ରାଜ୍ୟରେ ସବୁଠାରୁ ଶେଷରେ ରହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆ ಕೊನ್ ಅತ್ತಾ ಫಿಡೆ ಹಾತ್, ತೆನಿ ಫಾಟಿ ಹೊತ್ಯಾತ್, ಅನಿ ಜೆ ಕೊನ್ ಅತ್ತಾ ಫಾಟಿ ಹಾತ್, ತೆನಿ ಫಿಡೆ ಹೊತ್ಯಾತ್, ಮನುನ್ ಸಾಂಗಟ್ಲ್ಯಾನ್.