Luke 13:31 — Compare Translations
7 translations compared side by side
Odia - 1840
"ସହେି ସମୟରେ କେତକେ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ କହିଲେ, ଏଠାରୁ ଚାଲିଯାଇ ଲୁଚିଯାଆନ୍ତୁ। ହରେୋଦ ଆପଣଙ୍କୁ ମାରିଦବୋ ପାଇଁ ଚାହୁଁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦଣ୍ତରେ କେତେକ ଫାରୂଶୀ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ବଧ କରିବାକୁ ଇଚ୍ଛା କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ କେତେକ ଫାରୁଶୀ ଯୀଶୁଙ୍କ ପାଖକୁ ଆସି କହିଲେ, “ଆପଣ ଏହି ସ୍ଥାନ ଛାଡ଼ି ଅନ୍ୟତ୍ର ଚାଲି ଯାଆନ୍ତୁ। କାରଣ ହେରୋଦ ଆପଣଙ୍କୁ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ଯୀଶୁଙ୍କର ମୃତ୍ୟୁ ହେବ ସେହି ସମୟରେ କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ କହିଲେ, “ଏଠାରୁ ଗ୍ଭଲିଯାଇ ଲୁଚିଯାଆନ୍ତୁ। ହେରୋଦ ଆପଣଙ୍କୁ ମାରିଦେବା ପାଇଁ ଗ୍ଭହୁଁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾಚ್ ಎಳಾರ್ ಉಲ್ಲೆ ಫಾರಿಜೆವ್ ಜೆಜುಕ್ಡೆ ಯೆಲೆ, ಅನಿ ತೆಕಾ “ತಿಯಾ ಹಿತ್ನಾ ಖೈ ತರ್ ಜಾ, ಹೆರೊದ್ ತುಕಾ ಜಿವಾನಿ ಮಾರುಕ್ ಬಗುಲಾ”, ಮನುನ್ ಸಾಂಗಟ್ಲ್ಯಾನಿ.