Luke 13:32 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, ଯାଅ, ସହେି କୋକିଶିଆଳିକୁ କୁହ, 'ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦହରେୁ ଭୂତମାନଙ୍କୁ ତଡି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା'ପର ଦିନ ମାରେ କାମ ସରିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ଆରୋଗ୍ୟ କରୁଅଛି, ପୁଣି ତୃତୀୟ ଦିନରେ ମୁଁ ସିଦ୍ଧ ହେବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସେହି କୋକିଶିଆଳିକୁ ଯାଇ କୁହ: ‘ମୁଁ ଆଜି ଏବଂ ଆସନ୍ତା କାଲି ଭୂତ ଛଡ଼ାଉଛି ଓ ରୋଗୀଙ୍କୁ ସୁସ୍ଥ କରୁଛି ଏବଂ ତୃତୀୟ ଦିନରେ ମୁଁ ମୋର କାର୍ଯ୍ୟ ଶେଷ କରିବି।’
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ଯାଅ, ସେହି କୋକିଶିଆଳିକୁ କୁହ, ‘ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦେହରୁ ଭୂତମାନଙ୍କୁ ତଡ଼ି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା’ ପରଦିନ ମୋର କାମ ସରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ಜಾವಾ, ಅನಿ ತ್ಯಾ ಕೊಲ್ಯಾಕ್, ಆಜ್ ಅನಿ ಉದ್ದ್ಯಾ ಮಾಕಾ ಗಿರೆ ಕಾಡ್ತಲೆ, ಅನಿ ಲೊಕಾಕ್ನಿ ಗುನ್ ಕರ್ತಲೆ ಕಾಮ್ ಹಾಯ್, ತಿನ್ವ್ಯಾ ದಿಸಿ ಮಿಯಾ ತೆ ಸಾರುನ್ ಘೆತಾ.ಮನುನ್ ಸಾಂಗಾ.