Luke 13:33 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ ଏସବୁ କାର୍ୟ୍ଯ ଆଜି ଓ ଆସନ୍ତା କାଲି ନିଶ୍ଚୟ କରିବି। ତା'ପରେ ମୁଁ ୟିବି। କାରଣ ସମସ୍ତ ଭବିଷ୍ଯଦ୍ବକ୍ତା ୟିରୁଶାଲମ ରେ ମରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ବିନଷ୍ଟ ହେବା ଉଚିତ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ମୁଁ ଆଜି କାଲି ଓ ତା’ ପରଦିନ ମୋର ଗନ୍ତବ୍ୟ ପଥରେ ଯିବି। କାରଣ ଯିରୂଶାଲମ ବ୍ୟତୀତ ଜଣେ ଭାବାବାଦୀକୁ ଅନ୍ୟ କେଉଁଠାରେ ହତ୍ୟା କରାଯାଏ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଏସବୁ କାର୍ଯ୍ୟ ଆଜି ଓ ଆସନ୍ତା କାଲି ନିଶ୍ଚୟ କରିବି। ତା’ପରେ ମୁଁ ଯିବି। କାରଣ ସମସ୍ତ ଭବିଷ୍ୟଦ୍ବକ୍ତା ଯିରୁଶାଲମରେ ମରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମ ସହରର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ନିହତ ହେବା ଉଚିତ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡೆ ಪತರ್, ಮಾಜ್ಯಾ ವಾಟೆನ್ ಜಾವ್ನಗೆತ್ ರ್ಹಾತಾ.ಆಜ್ ಉದ್ದ್ಯಾ, ಅನಿ ಪರ್ವಾ, ಎಕ್ ಪ್ರವಾದ್ಯಾಕ್ ಜೆರುಜಲೆಮಾಚ್ಯಾ ಭಾಯ್ರ್ ಜಿವಾನಿ ಮಾರುಕ್ ಹೊಯ್ನಾ”. ಮನುನ್ ಜಬಾಬ್ ದಿಲ್ಯಾನ್.