Luke 13:35 — Compare Translations
7 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡି ଦିଆୟିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ୟ୍ଯନ୍ତ ତୁମ୍ଭମାନେେ ଏହି କଥା ନକହିବ, 'ପ୍ରଭୁଙ୍କ ନାମ ରେ ଯେଉଁ ବ୍ଯକ୍ତି ଆସନ୍ତି, ପରମେଶ୍ବର ତାହାଙ୍କୁ ଆଶୀର୍ବାଦ କରନ୍ତୁ', ' ସହେି ସମୟ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ପୁନର୍ବାର ଦେଖି ପାରିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ତୁ ପରିତ୍ୟକ୍ତ ହେବୁ। ମୁଁ ତୋତେ ନିଶ୍ଚିତଭାବେ କହୁଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ’, ତୁ ଏହି କଥା ଯେ ପର୍ଯ୍ୟନ୍ତ ନ କହିଛୁ, ସେ ପର୍ଯ୍ୟନ୍ତ ତୁ ମୋତେ ଆଉ ଦେଖିବୁ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡ଼ି ଦିଆଯିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କଥା ନ କହିବ, ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସନ୍ତି, ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କରନ୍ତୁ’, ‘ସେହି ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ପୁନର୍ବାର ଦେଖି ପାରିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತಿಯಾ ತುಜಿ ದೆವಾಚಿ ಗುಡಿ ಕಳ್ದುನ್ ಘೆತೆ. ಮಿಯಾ ತುಕಾ ಖರೆಚ್ ಸಾಂಗ್ತಾ, “ಸರ್ವೆಸ್ವರಾಚ್ಯಾ ನಾವಾನ್ ಯೆತಾ ತೆಕಾ ಜೈ ಹೊಂವ್ದಿ ಮನುನ್ ತಿಯಾ ಮಾಕಾ ಮನಿ ಪತರ್, ಮಿಯಾ ತುಕಾ ಬಗುಕ್ ಗಾವಿನಾ”, ಮಟ್ಲ್ಯಾನ್.