Luke 13:4 — Compare Translations
7 translations compared side by side
Odia - 1840
"ଶୀଲୋହ ରେ ସହେି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ଭାଙ୍ଗି ପଡିଲା, ତୁମ୍ଭମାନେେ କ'ଣ ଭାବୁଛ ଯେ ସମାନେେ ୟିରୂଶାଲମ ରେ ରହୁଥିବା ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ ପାପୀ ଥିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିମ୍ଵା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଲୋହରେ ଗମ୍ବୁଜ ଭୂଷୁଡ଼ି ପଡ଼ିବାରୁ ଯେଉଁ ଅଠର ଜଣ ମରିଗଲେ, ସେମାନଙ୍କ ବିଷୟରେ କ’ଣ ଭାବୁଛ? କ’ଣ ଅନୁମାନ କରୁଛ ଯେ, ଯିରୂଶାଲମରେ ବାସ କରୁଥିବା ଅନ୍ୟ ସମସ୍ତଙ୍କ ଅପେକ୍ଷା ସେମାନେ ଆହୁରି ଦୁଷ୍ଟ ଥିଲେ?
Odia Bible ERV 2004 (ପବିତ୍ର ବାଇବଲ)
ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ଭାଙ୍ଗି ପଡ଼ିଲା, ତୁମ୍ଭେମାନେ କ’ଣ ଭାବୁଛ ଯେ ସେମାନେ ଯିରୁଶାଲମରେ ରହୁଥିବା ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ ପାପୀ ଥିଲେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಲಾಂಬ್, ಉಪ್ಪರ್ಲೆ ಭಾಂದಾಪ್ ಕೊಸ್ಳುನ್ ಪಡುನ್ ಸಿಲೊಆಮಾತ್ ಮರಲ್ಲ್ಯಾ ಅಟ್ರಾ ಲೊಕಾಂಚ್ಯಾ ವಿಶಯಾತ್ ತುಮಿ ಕಾಯ್ ಮನ್ತ್ಯಾಶಿ? ಜೆರುಜಲೆಮಾತ್ಲ್ಯಾ ಹುರಲ್ಲ್ಯಾ ಲೊಕಾಂಚ್ಯಾನ್ಕಿ, ತೆನಿ ಲೈ ಪಾಪಿ ಲೊಕಾ ಮನುನ್ ಯೆವಜ್ಲ್ಯಾಶಿ ಕಾಯ್?