Luke 13:5 — Compare Translations

7 translations compared side by side

Odia - 1840
"ନା, ସମାନେେ ତା ନଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ ନ ଆଣିବ, ତବେେ ତୁମ୍ଭମାନେେ ସବୁ ବିନଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କଦାପି ନୁହେଁ! ମୁଁ କହୁଛି, ପାପରୁ ମନ ନ ଫେରାଇଲେ ତୁମେ ମଧ୍ୟ ସେମାନଙ୍କ ପରି ମରିବ।”
Odia Bible ERV 2004 (ପବିତ୍ର ବାଇବଲ)
ନା, ସେମାନେ ତା’ ନ ଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ, ତେବେ ତୁମ୍ଭେମାନେ ସବୁ ବିନଷ୍ଟ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
'ನಾ, ಮಿಯಾ ತುಮ್ಕಾ ಸಾಂಗ್ತಾ, ತುಮಿ ತುಮ್ಚೆ ಪಾಪಾಚೆ ಜಿವನ್ ಬದ್ಲಿನಸ್ಲ್ಯಾರ್, ತುಮಿಬಿ ತಸೆಚ್ ಮರ್‍ತ್ಯಾಶಿ”, ಮಟ್ಲ್ಯಾನ್.