Luke 13:6 — Compare Translations

7 translations compared side by side

Odia - 1840
"ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, କୌଣସି ଗୋଟିଏ ଲୋକ ତା ବଗିଚା ରେ ଡିମ୍ବିିରି ଗଛଟିଏ ଲଗାଇଥିଲା। ଗଛ ରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମିରି ଗଛ ଲଗାଯାଇଥିଲା । ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଲେ, “ଜଣକର ଦ୍ରାକ୍ଷା କ୍ଷେତରେ ଡ଼ିମିରି ଗଛଟିଏ ବଢ଼ୁଥିଲା। ସେ ଫଳ ପାଇବା ଆଶାରେ ଗଛ ପାଖକୁ ଗଲେ, କିନ୍ତୁ କିଛି ପାଇଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଅଦରକାରୀ ଗଛ ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, “କୌଣସି ଗୋଟିଏ ଲୋକ ତା ବଗିଗ୍ଭରେ ଡିମ୍ବିରିଗଛଟିଏ ଲଗାଇଥିଲା। ଗଛରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା । ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ, ಹಿ ಕಾನಿ ಸಾಂಗಟ್ಲ್ಯಾನ್. “ಎಕ್ ಮಾನ್ಸಾಚ್ಯಾ ದ್ರಾಕ್ಷಿಚ್ಯಾ ಮಳ್ಯಾತ್ ಎಕ್ ಅಂಜುರಾಚೆ ಝಾಡ್ ಹೊತ್ತೆ. ತೊ ತ್ಯಾ ಝಾಡಾಕ್ ಅಂಜುರಾಚಿ ಫಳಾ ಹುಡ್ಕುಕ್ ಗೆಲೊ, ತನ್ನಾ ತೆಂಕಾ ಎಕ್‍ಬಿ ಫಳ್ ಗಾವುಕ್ನಾ”.