Luke 13:8 — Compare Translations
7 translations compared side by side
Odia - 1840
"କିନ୍ତୁ ଚାକରଟି କହିଲା, 'ମାଲିକ, ଆଉ ବର୍ଷକ ପାଇଁ ଏହାକୁ ଛାଡିଦିଅ। ମୁଁ ଏହାର ଚାରିପଟେ ଗାତ ଖାେଳି ଖତସାର ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ତାଙ୍କୁ ଉତ୍ତର ଦେଲା, ପ୍ରଭୋ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମାଳୀ ଉତ୍ତର ଦେଲା, ‘ମହାଶୟ, ଆଉ ମାତ୍ର ଗୋଟିଏ ବର୍ଷ ଏହାକୁ ଛାଡ଼ି ଦିଅନ୍ତୁ; ମୁଁ ଏହାର ଚାରିପାଖ ଖୋଳି ଖତ ଦେବି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଗ୍ଭକରଟି କହିଲା, ‘ମାଲିକ, ଆଉ ବର୍ଷକ ପାଇଁ ଏହାକୁ ଛାଡ଼ିଦିଅ। ମୁଁ ଏହାର ଗ୍ଭରିପଟେ ଗାତ ଖୋଳି ଖତସାର ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ‘ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ತ್ಯಾ ಕಾಮ್ ಕರ್ತಲ್ಯಾನ್, “ಸಾವ್ಕಾರ್, ತೊಡ್ತಲೆ ನಕ್ಕೊ ರಾಂವ್ದಿತ್; ಮಿಯಾ ತೆಚ್ಯಾ ಮುಳಾತ್ ಕೊಚುನ್, ತೆಕಾ ಗೊಬರ್ ಘಾಲ್ತಾ,