Luke 14:1 — Compare Translations

7 translations compared side by side

Odia - 1840
"ଗୋଟିଏ ବିଶ୍ରାମବାର ରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସଠାେରେ ଥିବା ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ, ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଥରେ ବିଶ୍ରାମବାରରେ ଯୀଶୁ ଜଣେ ନେତୃସ୍ଥାନୀୟ ଫାରୁଶୀ ଘରକୁ ଭୋଜନ କରିବାକୁ ଗଲେ ଏବଂ ଲୋକମାନେ ଯୀଶୁଙ୍କୁ ନିରୀକ୍ଷଣ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ରାମବାରରେ ଲୋକଙ୍କୁ ସୁସ୍ଥ କରିଦେବା କ’ଣ ଠିକ୍ ଗୋଟିଏ ବିଶ୍ରାମବାରରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସେଠାରେ ଥିବା ପ୍ରତ୍ୟେକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಸಬ್ಬತಾಚ್ಯಾ ದಿಸಿ, ಜೆಜು ಎಕ್ ಫಾರಿಜೆವಾಂಚ್ಯಾ ವಡಿಲಾಚ್ಯಾ ಘರಾತ್ ಜೆವ್ನಾಕ್ ಗೆಲ್ಲೊ, ಅನಿ ಲೊಕಾ ಜೆಜುಕ್ ಎಗ್ದಮ್ ಜಗ್ಗೊಳ್ನಾ ಬಗುಲಾಗಲ್ಲಿ.