Luke 14:11 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ନିଜକୁ ମହାନ ଭାବେ, ତାକୁ ହୀନ କରି ଦିଆୟିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ନିଜକୁ ଉନ୍ନତ କରେ, ତାକୁ ଅବନତ କରାଯିବ ଏବଂ ଯେ ନିଜକୁ ନତ କରେ, ତାକୁ ଉନ୍ନତ କରାଯିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ନିଜକୁ ମହାନ୍ ଭାବେ, ତାକୁ ହୀନ କରି ଦିଆଯିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜೆ ಕೊನ್ ಅಪ್ನಾಕುಚ್ ಖಾಲ್ತಿ ಕರ್‍ತಾ, ತೊ ವರ್‍ತಿ ಹೊತಾ, ಅನಿ ಜೊ ಕೊನ್ ಅಪ್ನಾಕುಚ್ ವರ್‍ತಿ ಕರ್‍ತಾ ತೊ ಖಾಲ್ತಿ ಹೊತಾ” ಮನುನ್ ಸಾಂಗಟ್ಲ್ಯಾನ್.