Luke 14:15 — Compare Translations

7 translations compared side by side

Odia - 1840
"ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ଯରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, ପରମେଶ୍ବରଙ୍କ ରାଜ୍ଯ ରେ ଭୋଜନ କରୁଥିବା ଲୋକ ବହୁତ ଖୁସି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ଵରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମେଜ ପାଖରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଏ କଥା ଶୁଣି ଯୀଶୁଙ୍କୁ କହିଲା, “ଈଶ୍ୱରଙ୍କ ରାଜ୍ୟରେ ଯେଉଁମାନେ ଭୋଜନରେ ବସିବେ, ସେମାନେ ଧନ୍ୟ।”
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ବଡ଼ ରାତ୍ରୀ ଭୋଜି ବିଷୟରେ ଦୃଷ୍ଟାନ୍ତ ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, “ପରମେଶ୍ୱରଙ୍କ ରାଜ୍ୟରେ ଭୋଜନ କରୁଥିବା ଲୋକ ବହୁତ ଖୁସୀ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ୱରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಜೆವ್ನಾಕ್ ಬಸಲ್ಲ್ಯಾನಿತ್ಲೊ ಎಕ್ಲೊ, ಹೆ ಸಗ್ಳೆ ಆಯ್ಕುನ್ “ದೆವಾಚ್ಯಾ ರಾಜಾತ್ ಸನಾಚ್ಯಾ ಜೆವ್ನಾಕ್ ಬಸಲ್ಲ್ಯಾಚೆ ನಸಿಬ್ ಕವ್ಡೆ ಬರೆ!” ಮನುಲಾಲೊ.