Luke 14:16 — Compare Translations

7 translations compared side by side

Odia - 1840
"ଯୀଶୁ ସହେି ଲୋକକୁ କହିଲେ, ଥରେ ଜଣେ ଲୋକ ଗୋଟିଏ ବଡ ରାତ୍ରିଭୋଜିର ବ୍ଯବସ୍ଥା କରିଥିଲେ। ସେ ବହୁତ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ତାଙ୍କୁ କହିଲେ, ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶ ତାକୁ କହିଲେ, “ଥରେ ଜଣେ ଲୋକ ବଡ଼ ଭୋଜି ପ୍ରସ୍ତୁତ କରି ବହୁତ ଲୋକଙ୍କୁ ନିମନ୍ତ୍ରଣ କଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେହି ଲୋକକୁ କହିଲେ, “ଥରେ ଜଣେ ଲୋକ ଗୋଟିଏ ବଡ଼ ରାତ୍ରିଭୋଜିର ବ୍ୟବସ୍ଥା କରିଥିଲେ। ସେ ବହୁତ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ତାହାଙ୍କୁ କହିଲେ, ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಕಾ “ಎಕ್ ಮಾನುಸ್ ಹೊತ್ತೊ, ತೆನಿ ಎಕ್ ಮೊಟೆ ಜೆವಾನ್ ಥವಲ್ಲ್ಯಾನ್. ಹ್ಯಾ ಜೆವ್ನಾಕ್, ತೆನಿ ಲೈ ಲೊಕಾಕ್ನಿ ಬಲ್ವಲ್ಲ್ಯಾನ್.