Luke 14:17 — Compare Translations

7 translations compared side by side

Odia - 1840
"ଖାଇବା ସମୟ ହବୋରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଚାକରକୁ ପଠାଇଲେ: 'ଆସନ୍ତୁ, ଭୋଜନ ପ୍ରସ୍ତୁତି ହାଇେ ଗଲାଣି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭୋଜନ ସମୟ ହେବାରୁ ସେ ତା’ର ଅତିଥିମାନଙ୍କ ନିକଟକୁ ଭୃତ୍ୟ ପଠାଇ ଜଣାଇଲା, ‘ଆସନ୍ତୁ, ସବୁ ପ୍ରସ୍ତୁତ;’
Odia Bible ERV 2004 (ପବିତ୍ର ବାଇବଲ)
ଖାଇବା ସମୟ ହେବାରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଗ୍ଭକରକୁ ପଠାଇଲେ: ‘ଆସନ୍ତୁ, ଭୋଜନ ପ୍ରସ୍ତୁତି ହୋଇ ଗଲାଣି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’
Odia IRV 2017 (ଓଡିଆ ବାଇବେଲ)
ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಟ್ಯಾ ಜೆವ್ನಾಚೊ ಎಳ್ ಯೆಲ್ಲ್ಯಾ ತನ್ನಾ, ತೆನಿ ಸೊಯ್ರ್ಯಾಕ್ನಿ ಬಲ್ವುನ್ ಹಾನುಕ್ ಮನುನ್, ಅಪ್ನಾಚ್ಯಾ ಆಳಾಕ್ನಿ ಧಾಡುನ್ ದಿಲ್ಯಾನ್”, ಸಗ್ಳೆ ತಯಾರ್ ಹೊಲ್ಲೆ ಹಾಯ್, ಯೆವಾ! ಮನುನ್ ಸಾಂಗುನ್ ಧಾಡ್ಲ್ಯಾನ್.